• adminadmin
  • August 11, 2025
  • 0 Comments
କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫: ଏମ୍ସ ଭୁବନେଶ୍ବର ଚମ୍ପିଆନ

ଭୁବନେଶ୍ଵର: ଦୈନିକ ଇଂରାଜୀ ଖବର କାଗଜ ଓଡିଶା ପୋଷ୍ଟ ପକ୍ଷରୁ ଭୁବନେଶ୍ବରରେ କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫ ସପ୍ତମ ସଂସ୍କରଣର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଜୁନିୟର ବର୍ଗରେ ଭୁବନେଶ୍ବର ୟୁନିଟ୍-୮ ଡିଏଭି ପବ୍ଳିକ୍ ସ୍କୁଲ ଏବଂ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ବର…

  • adminadmin
  • August 11, 2025
  • 0 Comments
ବାଲୁକା କଳା ମାଧ୍ୟମରେ ଘରେ ଘରେ ତ୍ରିରଙ୍ଗା ଅଭିଯାନର ବାର୍ତ୍ତା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦେଶ ୭୯ତମ ସ୍ୱାଧୀନତା ଦିବସ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ୨ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଦେଶବ୍ୟାପୀ ଆୟୋଜିତ ହେଉଛି। ପୁରୀ ବେଳାଭୂମିରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଅନ୍ତର୍ଜାତୀୟ…

  • adminadmin
  • August 11, 2025
  • 0 Comments
ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ, ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ ଅଲଗା…

  • adminadmin
  • August 11, 2025
  • 0 Comments
ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଜମି ଅଧିଗ୍ରହଣ ସମୟରେ ବିସ୍ଥାପିତଙ୍କ ଯେଭଳି ଅସୁବିଧା ନ ହେବ ସେଥିପାଇଁ ଓଡ଼ିଶା ସରକାର ୨୦୨୫ ମସିହାରେ ଏକ ନୂତନ ବିସ୍ଥାପନ ଓ ଥଇଥାନ (ଆରଆଣ୍ଡଆର) ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାର ଏହି ସମ୍ପର୍କରେ ଏକ ନୂତନ…

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ଅଭିଯୋଗ ଶୁଣାଣି, ୮୮ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…

  • adminadmin
  • August 11, 2025
  • 0 Comments
୧୩ ରେ ଲଘୁଚାପ!: ୧୪ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ

ଭୁବନେଶ୍ଵର: ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା…